Proverbs 3:35 — Compare Translations

5 translations compared side by side

Odia - 1840
"ଜ୍ଞାନବାନ୍ଙ୍କର ଜୀବନ ସମାନଙ୍କେୁ ସମ୍ମାନ ଦିଏ। ମାତ୍ର ଅଜ୍ଞାନମାନଙ୍କର ଜୀବନ ସମାନଙ୍କେୁ ଲଜ୍ଯା ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଅଜ୍ଞାନମାନଙ୍କ ନିମନ୍ତେ ଲଜ୍ଜା ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନବାନଙ୍କର ଜୀବନ ସେମାନଙ୍କୁ ସମ୍ମାନ ଦିଏ। ମାତ୍ର ଅଜ୍ଞାନମାନଙ୍କର ଜୀବନ ସେମାନଙ୍କୁ ଲଜ୍ଜା ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ।