Proverbs 3:4 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ଏହା କର, ତୁମ୍ଭେ ଜ୍ଞାନୀ ହବେ, ପରମେଶ୍ବର ଓ ମନୁଷ୍ଯମାନଙ୍କଠାରୁ ସୁବିବଚେନା ଲାଭ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା କଲେ, ତୁମ୍ଭେ ପରମେଶ୍ଵର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଏହା କର, ତୁମ୍ଭେ ଜ୍ଞାନୀ ହେବ, ପରମେଶ୍ୱର ଓ ମନୁଷ୍ୟମାନଙ୍କଠାରୁ ସୁବିବେଚନା ଲାଭ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।
Odia IRV 2017 (ଓଡିଆ ବାଇବେଲ)
ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।