Proverbs 3:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ସର୍ବାନ୍ତଃ ହୃଦଯ ରେ ସଦାପ୍ରଭୁଙ୍କୁ ବିଶ୍ବାସ କର ଏବଂ ନିଜର ଚତୁରତା ଉପ ରେ ନିର୍ଭର କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସର୍ବାନ୍ତଃ ହୃଦୟରେ ସଦାପ୍ରଭୁଙ୍କୁ ବିଶ୍ୱାସ କର ଏବଂ ନିଜର ଚତୁରତା ଉପରେ ନିର୍ଭର କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।