Proverbs 3:6 — Compare Translations
5 translations compared side by side
Odia - 1840
"ତୁମ୍ଭର ପ୍ରେତ୍ୟକକ କାର୍ୟ୍ଯ ରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣାର ସବୁ ଗତିରେ ତାହାଙ୍କୁ ସ୍ଵୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।