Proverbs 3:7 — Compare Translations

5 translations compared side by side

Odia - 1840
"ନିଜେ ନିଜକୁ ଜ୍ଞାନୀ ବୋଲି ଭାବ ନାହିଁ। କିନ୍ତୁ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର: ମନ୍ଦଠାରୁ ଦୂ ରଇେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜେ ନିଜକୁ ଜ୍ଞାନୀ ବୋଲି ଭାବ ନାହିଁ। କିନ୍ତୁ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର, ମନ୍ଦଠାରୁ ଦୂରେଇ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।