Proverbs 3:8 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ଏପରି କର, ତବେେ ଏହା ତୁମ୍ଭର ଶରୀର ପାଇଁ ଔଷଧ କି ତାଜ ତୁମ୍ଭ ପାଇଁ ଗୋଟିଏ ପୁଷ୍ଟିକର ତରଳ ଔଷଧ ହାଇେ ତୁମ୍ଭକୁ ଶକ୍ତିଶାଳୀ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ତୁମ୍ଭ ନାଭିଦେଶର ସ୍ଵାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଏପରି କର, ତେବେ ଏହା ତୁମ୍ଭର ଶରୀର ପାଇଁ ଔଷଧ କି ତାହା ତୁମ୍ଭ ପାଇଁ ଗୋଟିଏ ପୁଷ୍ଟିକର ତରଳ ଔଷଧ ହୋଇ ତୁମ୍ଭକୁ ଶକ୍ତିଶାଳୀ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।
Odia IRV 2017 (ଓଡିଆ ବାଇବେଲ)
ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।