Proverbs 3:9 — Compare Translations

5 translations compared side by side

Odia - 1840
"ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।