Proverbs 30:1 — Compare Translations

5 translations compared side by side

Odia - 1840
"ଏଗୁଡ଼ିକ ହେଉଛି ୟାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଈଥୀଯଲେ ଓ ଉକଲଙ୍କ ପାଇଁ ବାର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି । ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍, ଈଥୀୟେଲ ଓ ଉଲକକୁ କହେ:
Odia Bible ERV 2004 (ପବିତ୍ର ବାଇବଲ)
ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ ଉପଦେଶ ଏଗୁଡ଼ିକ ହେଉଛି ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଇଥୀୟେଲ ଓ ଉକଲଙ୍କ ପାଇଁ ବାର୍ତ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍‍, ଈଥୀୟେଲ ଓ ଉକଲକୁ କହେ:
Odia IRV 2017 (ଓଡିଆ ବାଇବେଲ)
ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍‍, ଈଥୀୟେଲ ଓ ଉକଲକୁ କହେ: