Proverbs 30:10 — Compare Translations

5 translations compared side by side

Odia - 1840
"ଦାସର ପ୍ରଭୁ ସମ୍ମୁଖ ରେ ତା'ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ବାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବଚେନା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାସର ପ୍ରଭୁ କତିରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦାସର ପ୍ରଭୁ ସମ୍ମୁଖରେ ତା’ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ୱାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବେଚନା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।