Proverbs 30:11 — Compare Translations

5 translations compared side by side

Odia - 1840
"କିଛି ଲୋକ ଅଛନ୍ତି ଯେଉଁମାନେ ତାଙ୍କର ପିତାଙ୍କ ବିରୁଦ୍ଧ ରେ କହନ୍ତି। ଏବଂ ସମାନେେ ସମାନଙ୍କେର ମାତାଙ୍କୁ ସମ୍ମାନ ଦଖାଇେ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଲୋକ ଅଛନ୍ତି ଯେଉଁମାନେ ତାଙ୍କର ପିତାଙ୍କ ବିରୁଦ୍ଧରେ କହନ୍ତି। ଏବଂ ସେମାନେ ସେମାନଙ୍କର ମାତାଙ୍କୁ ସମ୍ମାନ ଦେଖାଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।