Proverbs 30:12 — Compare Translations
5 translations compared side by side
Odia - 1840
"କେତକେ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବ ରେ ସମାନେେ ଅତ୍ଯନ୍ତ ଖରାପ ଲୋକ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବରେ ସେମାନେ ଅତ୍ୟନ୍ତ ଖରାପ ଲୋକ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।