Proverbs 30:13 — Compare Translations
5 translations compared side by side
Odia - 1840
"କେତକେ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସମାନେେ ବହୁତ ଭଲ। ସମାନେେ ଭାବନ୍ତି ଅନ୍ୟମାନଙ୍କଠାରୁ ୟଥେଷ୍ଟ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସେମାନେ ବହୁତ ଭଲ। ସେମାନେ ଭାବନ୍ତି ଅନ୍ୟମାନଙ୍କଠାରୁ ଯଥେଷ୍ଟ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି।
Recommended Reading