Proverbs 30:14 — Compare Translations
5 translations compared side by side
Odia - 1840
"କେତକେ ଲୋକ ଅଛନ୍ତି, ସମାନଙ୍କେର ବାକ୍ଯ ଖଣ୍ଡାଧାରଠାରୁ ତୀକ୍ଷ୍ଣ। ସମାନଙ୍କେର ଦାନ୍ତ ଛୁରୀପରି ଅଟେ। ସମାନେେ ଏହାକୁ ଦରିଦ୍ର ଲୋକମାନଙ୍କୁ ଗ୍ରାସ କରିବାକୁ ବ୍ଯବହାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦ; ଖଡ଼୍ଗ ପରି ଓ କଳଦ; ଛୁରୀ ପରି, ଏପରି ଏକ ବଂଶ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ଅଛନ୍ତି, ସେମାନଙ୍କର ବାକ୍ୟ ଖଣ୍ଡାଧାରଠାରୁ ତୀକ୍ଷ୍ଣ। ସେମାନଙ୍କର ଦାନ୍ତ ଛୁରୀପରି ଅଟେ। ସେମାନେ ଏହାକୁ ଦରିଦ୍ର ଲୋକମାନଙ୍କୁ ଗ୍ରାସ କରିବାକୁ ବ୍ୟବହାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।