Proverbs 30:15 — Compare Translations
5 translations compared side by side
Odia - 1840
"କେତକେ ଲୋକ ଅଛନ୍ତି ସମାନେେ ସବୁ ନବୋକୁ ଚାହାଁନ୍ତି। ସମାନେେ ସର୍ବଦା କହନ୍ତି, ମାେତେ ଦିଅ, ମାେତେ ଦିଅ। ଏପରି ତିନୋଟି କଥା ରେ ସମାନେେ ଆଦୌ ସନ୍ତୁଷ୍ଟ ନୁହଁନ୍ତି। ଏବଂ ଚତୁର୍ଥଟି କବେେ ହେଲେ କ ହେ ନାହିଁ, ମାରେ ପାଖ ରେ ୟଥେଷ୍ଟ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ । ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ଅଛନ୍ତି ସେମାନେ ସବୁ ନେବାକୁ ଗ୍ଭହାନ୍ତି। ସେମାନେ ସର୍ବଦା କହନ୍ତି, “ମୋତେ ଦିଅ, ମୋତେ ଦିଅ।” ଏପରି ତିନୋଟି କଥାରେ ସେମାନେ ଆଦୌ ସନ୍ତୁଷ୍ଟ ନୁହନ୍ତି। ଏବଂ ଚତୁର୍ଥଟି କେବେହେଲେ କହେ ନାହିଁ, “ମୋର ପାଖରେ ଯଥେଷ୍ଟ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି “ଦିଅ, ଦିଅ।” ତିନୋଟି ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, “ଯଥେଷ୍ଟ ହେଲା।”
Odia IRV 2017 (ଓଡିଆ ବାଇବେଲ)
ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ। ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା।