Proverbs 30:16 — Compare Translations
5 translations compared side by side
Odia - 1840
"ମୃତ୍ଯୁର ସ୍ଥାନ, ବନ୍ଧ୍ଯା ସ୍ତ୍ରୀ, ଜଳ ରେ ଅତୃପ୍ତ ଭୂମି ଓ ଅଗ୍ନି ଯେଉଁମାନେ କହନ୍ତି ନାହିଁ, ୟଥେଷ୍ଟ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁର ସ୍ଥାନ, ବନ୍ଧ୍ୟା ସ୍ତ୍ରୀ, ଜଳରେ ଅତୃପ୍ତ ଭୂମି ଓ ଅଗ୍ନି ଯେଉଁମାନେ କହନ୍ତି ନାହିଁ, ଯଥେଷ୍ଟ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି, ଓ ଅଗ୍ନି ଯେ କହେ ନାହିଁ, ଯଥେଷ୍ଟ ହେଲା।
Odia IRV 2017 (ଓଡିଆ ବାଇବେଲ)
ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା।