Proverbs 30:17 — Compare Translations

5 translations compared side by side

Odia - 1840
"ଯେଉଁ ବ୍ଯକ୍ତି ତା'ର ପିତାଙ୍କୁ ପରିହାସ କରେ ଓ ତା'ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହବେ। ଏହିପରି ତା ପାଇଁ ହବେ। ତା'ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡ଼ାମରାକାଉମାନେ ସଗେୁଡ଼ିକୁ ଖାଇଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରାକୁଆମାନେ କାଢ଼ି ପକାଇବେ, ପୁଣି ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ତା’ର ପିତାଙ୍କୁ ପରିହାସ କରେ ଓ ତା’ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହେବ। ଏହିପରି ତା’ ପାଇ ହେବ। ତା’ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡାମରା କାଉମାନେ ସେଗୁଡ଼ିକୁ ଖାଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।