Proverbs 30:18 — Compare Translations
5 translations compared side by side
Odia - 1840
"ତିନି କଥା ମାେତେ ରହସ୍ଯ ପରି ଲାଗେ। ପୁଣି ଚାରି କଥା ମୁଁ ଜାଣେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତିନି କଥା ମୋହର ବୋଧାଗମ୍ୟ, ପୁଣି ଚାରି କଥା ମୁଁ ଜାଣୁ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତିନି କଥା ମୋତେ ରହସ୍ୟ ପରି ଲାଗେ। ପୁଣି ଗ୍ଭରି କଥା ମୁଁ ଜାଣେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।