Proverbs 30:19 — Compare Translations
5 translations compared side by side
Odia - 1840
"ଆକାଶ ରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତର ରେ ସର୍ପର ଗତି, ସମୁଦ୍ର ମଧିଅରେ ଜାହାଜର ଗତି, ୟୁବତୀଠା ରେ ପୁରୁଷର ଗତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି ।
Odia Bible ERV 2004 (ପବିତ୍ର ବାଇବଲ)
ଆକାଶରେ ଉତ୍କ୍ରୋଶପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
Odia IRV 2017 (ଓଡିଆ ବାଇବେଲ)
ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।