Proverbs 30:2 — Compare Translations

5 translations compared side by side

Odia - 1840
"ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧ ଲୋକ। ମାଠାେ ରେ ମନୁଷ୍ଯର ବିବଚେନା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍, ପୁଣି ମୋʼଠାରେ ମନୁଷ୍ୟର ବିବେଚନା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧଲୋକ। ମୋ’ଠାରେ ମନୁଷ୍ୟର ବିବେଚନା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋʼ ଠାରେ ମନୁଷ୍ୟର ବିବେଚନା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋ’ଠାରେ ମନୁଷ୍ୟର ବିବେଚନା ନାହିଁ।