Proverbs 30:20 — Compare Translations
5 translations compared side by side
Odia - 1840
"ସହେିପରି ବ୍ଯଭିଚାରିଣୀ ସ୍ତ୍ରୀର ଗତି। ସେ ଖାଇ ମୁହଁ ପୋଛି ଦିଏ ଓ କ ହେ, ମୁଁ କିଛି ଅଧର୍ମ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି ବ୍ୟଭିଗ୍ଭରିଣୀ ସ୍ତ୍ରୀର ଗତି। ସେ ଖାଇ ମୁହଁ ପୋଛି ଦିଏ ଓ କହେ, “ମୁଁ କିଛି ଅଧର୍ମ କରି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।