Proverbs 30:21 — Compare Translations
5 translations compared side by side
Odia - 1840
"ତିନି କଥାର ଭାର ରେ ପୃଥିବୀ କମ୍ପିତ ହୁଏ। ପୁଣି ଚାରି କଥାର ଭାର ରେ ମଧ୍ଯ ତାହା ସେ ସହିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହି ପାରେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ। ପୁଣି ଗ୍ଭରି କଥାର ଭାରରେ ମଧ୍ୟ ତାହା ସେ ସହିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହିପାରେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହି ପାରେ ନାହିଁ;