Proverbs 30:22 — Compare Translations

5 translations compared side by side

Odia - 1840
"ଦାସର ଭାର ଯେତବେେଳେ ସେ ରାଜତ୍ବ କରେ, ମୂର୍ଖର ଭାର ଯେତବେେଳେ ସେ ଆହାର ରେ ପରିତୃପ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜତ୍ଵପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
Odia Bible ERV 2004 (ପବିତ୍ର ବାଇବଲ)
ଦାସର ଭାର ଯେତେବେଳେ ସେ ରାଜତ୍ୱ କରେ, ମୂର୍ଖର ଭାର ଯେତେବେଳେ ସେ ଆହାରରେ ପରିତୃପ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
Odia IRV 2017 (ଓଡିଆ ବାଇବେଲ)
ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;