Proverbs 30:23 — Compare Translations

5 translations compared side by side

Odia - 1840
"କହେି ଭଲ ପାଉ ନ ଥିବା ସ୍ତ୍ରୀଲୋକକୁ ଯାହାର ବିବାହ ହାଇୟୋଏ। ଏବଂ ଚାକରାଣୀର ଭାର ଯେତବେେଳେ ସେ ତା'ର ମାଲିକାଣିର ସ୍ଥାନ ନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର ।
Odia Bible ERV 2004 (ପବିତ୍ର ବାଇବଲ)
କେହି ଭଲ ପାଉ ନ ଥିବା ସ୍ତ୍ରୀଲୋକକୁ ଯାହାର ବିବାହ ହୋଇଯାଏ। ଏବଂ ଗ୍ଭକରାଣୀର ଭାର ଯେତେବେଳେ ସେ ତା’ର ମାଲିକାଣିର ସ୍ଥାନ ନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।