Proverbs 30:25 — Compare Translations
5 translations compared side by side
Odia - 1840
"ପିମ୍ପୁଡ଼ି ଜାତି ଦୁର୍ବଳ ଅଟନ୍ତି, ମାତ୍ର ଅତିଶଯ ଜ୍ଞାନବାନ, ସମାନେେ ଗ୍ରୀଷ୍ମ ସମୟରେ ସମାନଙ୍କେର ଖାଦ୍ୟ ସଞ୍ଚଯ କରି ରଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପିମ୍ପୁଡ଼ି ଜାତି ଦୁର୍ବଳ ଅଟନ୍ତି, ମାତ୍ର ଅତିଶୟ ଜ୍ଞାନବାନ, ସେମାନେ ଗ୍ରୀଷ୍ମ ସମୟରେ ସେମାନଙ୍କର ଖାଦ୍ୟ ସଞ୍ଚୟ କରି ରଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।