Proverbs 30:26 — Compare Translations
5 translations compared side by side
Odia - 1840
"ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ମାତ୍ର ସମାନେେ ଶୈଳ ରେ ଆପଣାର ବସା ନିର୍ମାଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ମାତ୍ର ସେମାନେ ଶୈଳରେ ଆପଣାର ବସା ନିର୍ମାଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
Recommended Reading