Proverbs 30:28 — Compare Translations

5 translations compared side by side

Odia - 1840
"ଝିଟିପିଟି ହସ୍ତଦ୍ବାରା ଧ ରେ, ତଥାପି ସେ ରାଜାର ଅଟ୍ଟାଳିକା ରେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଝିଟିପିଟି ହସ୍ତ ଦ୍ଵାରା ଧରି ହୁଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଝିଟିପିଟି ହସ୍ତଦ୍ୱାରା ଧରେ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।