Proverbs 30:29 — Compare Translations

5 translations compared side by side

Odia - 1840
"ତିନିପ୍ରାଣୀ ଗୌରବଶାଳୀ ଅଟନ୍ତି, ଯେତବେେଳେ ସମାନେେ ସୈନିକ ରୀତି ରେ ଅଗ୍ରସର ହୁଅନ୍ତି। ପୁଣି ଚାରିପ୍ରାଣୀ ଗୌରବଶାଳୀ ଅଟନ୍ତି ଯେତବେେଳେ ସମାନେେ ଚାଲନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତିନିପ୍ରାଣୀ ଗୌରବଶାଳୀ ଅଟନ୍ତି, ଯେତେବେଳେ ସେମାନେ ସୈନିକ ରୀତିରେ ଅଗ୍ରସର ହୁଅନ୍ତି। ପୁଣି ଗ୍ଭରିପ୍ରାଣୀ ଗୌରବଶାଳୀ ଅଟନ୍ତି ଯେତେବେଳେ ସେମାନେ ଗ୍ଭଲନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;