Proverbs 30:3 — Compare Translations

5 translations compared side by side

Odia - 1840
"ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ବରଙ୍କ ବିଷଯ ରେ ମଧ୍ଯ ମାରେ ଜ୍ଞାନ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ଵରୂପଙ୍କ ବିଷୟକ ବିଦ୍ୟା ମୋʼଠାରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ୱରଙ୍କ ବିଷୟରେ ମଧ୍ୟ ମୋର ଜ୍ଞାନ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋʼ ଠାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋ’ଠାରେ ନାହିଁ।