Proverbs 30:32 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ଆପଣାକୁ ଉଚ୍ଚ କରିବା ରେ ମୂଢ଼ର କର୍ମ କରିଥାଅ, କିମ୍ବା ଯଦି କୁକଳ୍ପନା କରୁଥାଅ, ତବେେ ଆପଣା ମୁଖ ରେ ହାତ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିମ୍ବା ଯଦି କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
Odia IRV 2017 (ଓଡିଆ ବାଇବେଲ)
ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।