Proverbs 30:33 — Compare Translations

5 translations compared side by side

Odia - 1840
"କାରଣ ଯେପରି ଦୁଗ୍ଧମନ୍ଥନରୁ ଲହୁଣୀ ବାହା ରେ ଓ ନାସିକା ମନ୍ଥନ ରେ ରକ୍ତ ବାହା ରେ, ଠିକ୍ ସହେିପରି କୋର୍ଧ ମନ୍ଥନ ରେ ବିବାଦ ବାହା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦ୍ରୂପ ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯେପରି ଦୁ‌ଗ୍‌ଧମନ୍ଥନରୁ ଲହୁଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ, ଠିକ୍ ସେହିପରି କ୍ରୋଧ ମନ୍ଥନରେ ବିବାଦ ବାହାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।