Proverbs 30:5 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କର ପ୍ରେତ୍ୟକକ ବାକ୍ଯ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠା ରେ ଆଶ୍ରଯ ନିଅନ୍ତି, ସେ ସମାନଙ୍କେର ଢ଼ାଲ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠାରେ ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।