Proverbs 30:6 — Compare Translations
5 translations compared side by side
Odia - 1840
"ତେଣୁ ପରମେଶ୍ବରଙ୍କର ବାକ୍ଯକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କରନାହିଁ। ଯଦି ତୁମ୍ଭେ ଏପରି କର, ସେ ତୁମ୍ଭକୁ ଶାସ୍ତି ଦବେେ, ଏବଂ ତୁମ୍ଭେ ମିଥ୍ଯା କହୁଛ ବୋଲି ପ୍ରମାଣିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱରଙ୍କର ବାକ୍ୟକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କର ନାହିଁ। ଯଦି ତୁମ୍ଭେ ଏପରି କର, ସେ ତୁମ୍ଭକୁ ଶାସ୍ତି ଦେବେ, ଏବଂ ତୁମ୍ଭେ ମିଥ୍ୟା କହୁଛ ବୋଲି ପ୍ରମାଣିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।