Proverbs 30:9 — Compare Translations
5 translations compared side by side
Odia - 1840
"ଯଦି ମାରେ ଆବଶ୍ଯକତାଠାରୁ ଅଧିକ ଥାଏ, ତବେେ ମୁଁ ହୁଏତ ଚିନ୍ତା କରିପା ରେ ଯେ, ମୁଁ ପରମେଶ୍ବରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତବେେ ମୁଁ ଚୋରି ହୁଏତ କରିବି ଓ ପରମେଶ୍ବରଙ୍କ ନାମକୁ ଲଜ୍ଜ୍ଯା ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ଵୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ଵରଙ୍କର ନାମ ମିଥ୍ୟାରେ ନେବି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୋର ଆବଶ୍ୟକତାଠାରୁ ଅଧିକ ଥାଏ, ତେବେ ମୁଁ ହୁଏତ ଚିନ୍ତା କରିପାରେ ଯେ, ମୁଁ ପରମେଶ୍ୱରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତେବେ ମୁଁ ଗ୍ଭେରି ହୁଏତ କରିବି ଓ ପରମେଶ୍ୱରଙ୍କ ନାମକୁ ଲଜ୍ଜା ଆଣିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
Odia IRV 2017 (ଓଡିଆ ବାଇବେଲ)
ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।