Proverbs 31:1 — Compare Translations
5 translations compared side by side
Odia - 1840
"ଏହା ହେଉଛି ରାଜା ଲମୁଯଲଙ୍କେର ଉପଦେଶ ପୂର୍ଣ୍ଣ ବାକ୍ଯ। ଯାହାକି ସେ ତାଙ୍କର ମାତାଙ୍କଠାରୁ ସେ ଶିକ୍ଷା ଗ୍ରହଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲମୂୟେଲ ରାଜାର କଥା; ଅର୍ଥାତ୍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଲମୂୟେଲଙ୍କର ଜ୍ଞାନପୂର୍ଣ୍ଣ ବାକ୍ୟ ଏହା ହେଉଛି ରାଜା ଲମୂୟେଲଙ୍କର ଉପଦେଶ ପୂର୍ଣ୍ଣ ବାକ୍ୟ। ଯାହାକି ସେ ତାଙ୍କର ମାତାଙ୍କଠାରୁ ସେ ଶିକ୍ଷା ଗ୍ରହଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲମୂୟେଲ ରାଜାର କଥା: ଅର୍ଥାତ୍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।
Odia IRV 2017 (ଓଡିଆ ବାଇବେଲ)
ଲମୂୟେଲ ରାଜାର କଥା: ଅର୍ଥାତ୍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।