Proverbs 31:10 — Compare Translations

5 translations compared side by side

Odia - 1840
"ଏହା ଅତ୍ଯନ୍ତ କଷ୍ଟ ଏକ ଗୁଣବତୀ ସ୍ତ୍ରୀ ପାଇବା ତା'ର ମୂଲ୍ଯ ମୁକ୍ତାଠାରୁ ଅଧିକ ମୂଲ୍ଯବାନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୁଣବତୀ ସ୍ତ୍ରୀ କିଏ ପାଇପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ ।
Odia Bible ERV 2004 (ପବିତ୍ର ବାଇବଲ)
ଉପଯୁକ୍ତ ସ୍ତ୍ରୀ ଏହା ଅତ୍ୟନ୍ତ କଷ୍ଟ “ଏକ ଗୁଣବତୀ ସ୍ତ୍ରୀ ପାଇବା” ତା’ର ମୂଲ୍ୟ ମୁକ୍ତାଠାରୁ ଅଧିକ ମୂଲ୍ୟବାନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
Odia IRV 2017 (ଓଡିଆ ବାଇବେଲ)
ଗୁଣବତୀ ସ୍ତ୍ରୀ କିଏ ପାଇପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।