Proverbs 31:11 — Compare Translations

5 translations compared side by side

Odia - 1840
"ତା'ର ସ୍ବାମୀର ହୃଦଯ ତାଠା ରେ ନିର୍ଭର କରେ। ସେ କଦାପି ଦରିଦ୍ର ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସ୍ଵାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି ତାହାର ଲାଭର ଅଭାବ ହୁଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ସ୍ୱାମୀର ହୃଦୟ ତାଠାରେ ନିର୍ଭର କରେ। ସେ କଦାପି ଦରିଦ୍ର ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।