Proverbs 31:15 — Compare Translations
5 translations compared side by side
Odia - 1840
"ସେ ରାତ୍ର ଥାଉଥାଉ ଉେଠ, ଆପଣା ପରିଜନକଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ରାତ୍ରି ଥାଉଥାଉ ଉଠେ, ଆପଣା ପରିଜନକଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।