Proverbs 31:17 — Compare Translations

5 translations compared side by side

Odia - 1840
"ସେ ଜଣେ ବଳବାନ୍ କାର୍ୟ୍ଯକାରୀ ସ୍ତ୍ରୀ ସେ ସବୁ ସମୟ କଠିନ ପରିଶ୍ରମ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଜଣେ ବଳବାନ୍ କାର୍ଯ୍ୟକାରୀ ସ୍ତ୍ରୀ ସେ ସବୁ ସମୟ କଠିନ ପରିଶ୍ରମ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
Odia IRV 2017 (ଓଡିଆ ବାଇବେଲ)
ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।