Proverbs 31:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ହେଉଛ ମାରେ ପୁତ୍ର, ମୁଁ ଯାହାକୁ ଭଲପାଏ, ତୁମ୍ଭେ ହେଉଛ ସହେି ପୁତ୍ର ଯାହାକୁ ପାଇବା ପାଇଁ ମୁଁ ପ୍ରାର୍ଥନା କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହେଉଛ ମୋର ପୁତ୍ର, ମୁଁ ଯାହାକୁ ଭଲପାଏ, ତୁମ୍ଭେ ହେଉଛ ସେହି ପୁତ୍ର ଯାହାକୁ ପାଇବା ପାଇଁ ମୁଁ ପ୍ରାର୍ଥନା କରିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି?
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ହେ ମୋ’ ଗର୍ଭର ପୁତ୍ର, ହେ ମୋ’ ମାନତର ପୁତ୍ର, କଅଣ କହିବି?