Proverbs 31:20 — Compare Translations
5 translations compared side by side
Odia - 1840
"ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦଖାେଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।
Odia IRV 2017 (ଓଡିଆ ବାଇବେଲ)
ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।