Proverbs 31:21 — Compare Translations

5 translations compared side by side

Odia - 1840
"ସେ କବେେ ହେଲେ ନିଜର ପରିବାର ବିଷଯ ରେ ଶୀତ ଋତୁ ରେ ଦୁଃଖିନୀ ହୁଏ ନାହିଁ। ଯେତବେେଳେ ବରଫପାତ ହୁଏ କାରଣ ତାହାର ସମସ୍ତ ପରିବାର ଗରମ ବସ୍ତ୍ର ପିନ୍ଧନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ କେବେହେଲେ ନିଜର ପରିବାର ବିଷୟରେ ଶୀତ ଋତୁରେ ଦୁଃଖିନୀ ହୁଏ ନାହିଁ। ଯେତେବେଳେ ବରଫପାତ ହୁଏ କାରଣ ତାହାର ସମସ୍ତ ପରିବାର ଗରମ ବସ୍ତ୍ର ପିନ୍ଧନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।