Proverbs 31:23 — Compare Translations

5 translations compared side by side

Odia - 1840
"ଲୋକମାନେ ତା'ର ସ୍ବାମୀକୁ ସମ୍ମାନ କରନ୍ତି। ସେ ଦେଶର ଜଣେ ମୁଖିଆ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସ୍ଵାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ଵାରରେ ବସିବା ବେଳେ ଚିହ୍ନାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତା’ର ସ୍ୱାମୀକୁ ସମ୍ମାନ କରନ୍ତି। ସେ ଦେଶର ଜଣେ ମୁଖିଆ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।