Proverbs 31:24 — Compare Translations
5 translations compared side by side
Odia - 1840
"ସେ ଜଣେ ଉତ୍ତମ ବ୍ଯବସାଯୀ ସ୍ତ୍ରୀ ଅଟେ। ସେ ଲୁଗା ଓ ବେଲ୍ଟ୍ ପ୍ରସ୍ତୁତ କରେ ଓ ତାକୁ ବ୍ଯବସାଯୀମାନଙ୍କୁ ବିକେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଜଣେ ଉତ୍ତମ ବ୍ୟବସାୟୀ ସ୍ତ୍ରୀ ଅଟେ। ସେ ଲୁଗା ଓ ବେଲ୍ଟ ପ୍ରସ୍ତୁତ କରେ ଓ ତାକୁ ବ୍ୟବସାୟୀମାନଙ୍କୁ ବିକେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସୂକ୍ଷ୍ମ ବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
Odia IRV 2017 (ଓଡିଆ ବାଇବେଲ)
ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
Recommended Reading