Proverbs 31:25 — Compare Translations
5 translations compared side by side
Odia - 1840
"ସେ ପ୍ରଶଂସା ରେ ଯୋଗ୍ଯା, ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ସେ ନୀର୍ଭିକ ଭାବେ ତା'ର ଭବିଷ୍ଯତ୍ ଦେଖିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଳ ଓ ଶୋଭା ତାହାର ବସ୍ତ୍ର ସ୍ଵରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପ୍ରଶଂସାରେ ଯୋଗ୍ୟା, ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ସେ ନୀର୍ଭିକ ଭାବେ ତା’ର ଭବିଷ୍ୟତ ଦେଖି ପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
Odia IRV 2017 (ଓଡିଆ ବାଇବେଲ)
ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।