Proverbs 31:27 — Compare Translations

5 translations compared side by side

Odia - 1840
"ସେ କବେେ ଅଳସୁଆ ହୁଏ ନାହିଁ। ସେ ତା'ର ଗୃହର ପ୍ରେତ୍ୟକକ ଦ୍ରବ୍ଯର ଯତ୍ନ ନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପରିବାରର ଆଚରଣରେ ମନୋ-ଯୋଗ କରେ, ପୁଣି ଆଳସ୍ୟର ଆହାର ଖାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କେବେ ଅଳସୁଆ ହୁଏ ନାହିଁ। ସେ ତା’ର ଗୃହର ପ୍ରତ୍ୟେକ ଦ୍ରବ୍ୟର ଯତ୍ନ ନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।