Proverbs 31:28 — Compare Translations
5 translations compared side by side
Odia - 1840
"ତା'ର ସନ୍ତାନମାନେ ତାକୁ ଧନ୍ଯ ବୋଲି କହନ୍ତି। ତା'ର ସ୍ବାମୀ ତା'ର ପ୍ରଶଂସା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ଵାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
Odia Bible ERV 2004 (ପବିତ୍ର ବାଇବଲ)
ତା’ର ସନ୍ତାନମାନେ ତାକୁ ଧନ୍ୟ ବୋଲି କହନ୍ତି। ତା’ର ସ୍ୱାମୀ ତା’ର ପ୍ରଶଂସା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
Odia IRV 2017 (ଓଡିଆ ବାଇବେଲ)
ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;