Proverbs 31:29 — Compare Translations

5 translations compared side by side

Odia - 1840
"ବହୁତ ଭଲ ସ୍ତ୍ରୀଲୋକ ଅଛନ୍ତି। କିନ୍ତୁ ତୁମ୍ଭେ ସବୁଠାରୁ ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ ।
Odia Bible ERV 2004 (ପବିତ୍ର ବାଇବଲ)
“ବହୁତ ଭଲ ସ୍ତ୍ରୀଲୋକ ଅଛନ୍ତି। କିନ୍ତୁ ତୁମ୍ଭେ ସବୁଠାରୁ ଉତ୍ତମ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।”
Odia IRV 2017 (ଓଡିଆ ବାଇବେଲ)
ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।