Proverbs 31:3 — Compare Translations

5 translations compared side by side

Odia - 1840
"ତୁମ୍ଭେ ସ୍ତ୍ରୀ ଲୋକଙ୍କୁ ଆପଣାର ବଳ ଦିଅ ନାହିଁ। ସମାନେେ ରାଜାମାନଙ୍କୁ ଧ୍ବଂସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣାର ବଳ ଦିଅ ନାହିଁ। ସେମାନେ ରାଜାମାନଙ୍କୁ ଧ୍ୱଂସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।