Proverbs 31:30 — Compare Translations

5 translations compared side by side

Odia - 1840
"ଲାବଣ୍ଯ ପ୍ରବଞ୍ଚନା ଜନକ ଓ ସୌନ୍ଦର୍ୟ୍ଯ ଅସାର, ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଲାବଣ୍ୟ ପ୍ରବଞ୍ଚନା ଜନକ ଓ ସୌନ୍ଦର୍ଯ୍ୟ ଅସାର, ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
Odia IRV 2017 (ଓଡିଆ ବାଇବେଲ)
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।