Proverbs 31:4 — Compare Translations
5 translations compared side by side
Odia - 1840
"ହେ ଲମୁଯଲେ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ୍ ନୁହେଁ। ଦ୍ରାକ୍ଷାରସ ପାନ କରିବା ଶାସକମାନଙ୍କ ପାଇଁ ଏହା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ୍ ନୁହେଁ। ଦ୍ରାକ୍ଷାରସ ପାନ କରିବା ଶାସକମାନଙ୍କ ପାଇଁ ଏହା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।